Odia News Portal
Monthly Archives

April 2025

ଓୟୁଏଟିରେ ରାଜ୍ୟସ୍ତରୀୟ କୃଷକ ସମାବେଶ : ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲଙ୍ଗଳ ଧରି ହଳ କଲେ, ଚାଷୀ ଭଳି ବିହନ ବୁଣିଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୁଳ କରିଛନ୍ତି  । ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ

ଆଜି ପବିତ୍ର ଅକ୍ଷୟ ତୃତୀୟା: ଚାଷୀ କରିବେ ଅଖିମୁଠି ଅନୁକୂଳ, ପୁରାଣରେ କ’ଣ ରହିଛି ଅକ୍ଷୟ ତୃତୀୟାର ମହତ୍ତ୍ବ

ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥା’ନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମା’ଲକ୍ଷ୍ମୀଙ୍କ

କୋଲକାତା ହୋଟେଲରେ ଭୟାବହ ଅଗ୍ନିକାଣ୍ଡ : ୧୪ ମୃତ, ଅନେକ ଆହତ

କୋଲକାତାରେ ଭୟଙ୍କର ଅଗ୍ନିକାଣ୍ଡ । ହୋଟେଲରେ ନିଆଁ ଲାଗି ୧୪ ଜଣଙ୍କ ମୃତ୍ୟୁ । କୋଲକାତାର ମେଛୁଆପତି ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି। ରାତିରେ ରିତୁରାତ ହୋଟେଲ ନିଆଁ ଲାଗିଛି । ୧୪ ଟି ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଅନେକ ଲୋକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି

ଆସିଲା ସିଏମ୍ କିଷାନ ଟଙ୍କା

ଚାଷୀଙ୍କ ପାଇଁ ଖୁସି ଖବର। ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ କିଷାନ ଟଙ୍କା। ସିଏମ କିଷାନ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ସ୍ତରୀୟ କୃଷକ ସମାରୋହରେ ଚାଷୀଙ୍କ ଖାତାକୁ ଏହି ଟଙ୍କା ଯାଇଛି।୧ହଜାର କୋଟିରୁ ଅଧିକ ଚାଷୀଙ୍କ ଖାତାକୁ ସିଏମ୍ କିଷାନ ଟଙ୍କା ପଠାଯାଇଛି। ୫୦

ଗାଡ଼ି ଚଳାଇବା ବେଳେ ଅସୁସ୍ଥ ହୋଇପଡ଼ିଲେ ଡ୍ରାଇଭର, ଭାରସାମ୍ୟ ହରାଇ ଖାଇକୁ ଖସିଲା ବସ୍‌

ଗାଡ଼ି ଚଳାଇବା ବେଳେ ଅସୁସ୍ଥ ହୋଇପଡ଼ିଲେ ଡ୍ରାଇଭର । ଭାରସାମ୍ୟ ହରାଇ ଖାଇକୁ ଖସିଲା ବସ୍‌ । ଏହି ଦୁର୍ଘଟଣାରେ ୮ ଜଣ ଆହତ ହୋଇଛନ୍ତି । ଗାଡ଼ି ଚଳାଉଥିବା ସମୟରେ ଡ୍ରାଇଭରଙ୍କୁ ଫିଡ୍‌ସ ମାରିବାରୁ ଏଭଳି ଦୁର୍ଘଟଣା ଘଟିଥିଲା । ଘଟଣାଟି କୋରାପୁଟ ଜିଲ୍ଲା ଜୟପୁର ସହର ନିକଟ ଗଡପଦର ଗାଁରେ

ପାକିସ୍ତାନୀ ଭାରତ ଛାଡିବା ପ୍ରସଙ୍ଗ ; ଆଜି ସରୁଛି ଡେଡଲାଇନ୍

ଏପ୍ରିଲ ୨୨ରେ ଜମ୍ମୁ-କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଗୋଟିଏ ପରେ ଗୋଟିଏ କଡ଼ା ପଦକ୍ଷେପ ଉଠାଉଛନ୍ତି ଭାରତ ସରକାର । ସୁରକ୍ଷା ମାମଲାରେ କୌଣସି ପ୍ରକାରର ସାଲିସ କରିବାକୁ ପ୍ରସ୍ତୁତ ନାହାନ୍ତି ସରକାର । ପାକିସ୍ତାନ ନାଗରିକଙ୍କ ଭିସା ରଦ୍ଦ କରିବା ଓ

ପାରାଦୀପରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା କୋଟିକୋଟି ଟଙ୍କାର ପାଇପ୍

ପାରାଦୀପର ଜିରୋ ପଏଣ୍ଟରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ଘରୋଇ କମ୍ପାନିର ଷ୍ଟକ୍‌ୟାର୍ଡରେ ଥିବା ପାଇପ୍‌ ଜଳିଯାଇଛି। ନିଆଁର ପ୍ରକୋପ ଏତେ ଥିଲା ଯେ, ବହୁ ଉଚ୍ଚକୁ ଧୂଆଁ ଉଠିଥିଲା। ବହୁ ଦୂର ଯାଏଁ ଏହି କଳା ଧୂଆଁ ଦେଖି ଲୋକ ଭୟଭୀତ ହୋଇପଡ଼ିଥିଲେ। ଖବର ପାଇ କୁଜଙ୍ଗ ଅଗ୍ନିଶମ କେନ୍ଦ୍ର

ପ୍ରକାଶ ପାଇଲା ବିଜ୍ଞପ୍ତି: ମେ’ ୨ରୁ ଓଜେଇଇ ପରୀକ୍ଷା

ଓଜେଇଇ ପରୀକ୍ଷା ପାଇଁ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୨ରୁ ଏହା ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ

ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ଚିଠି

ପହଲଗାମରେ ଆତଙ୍କୀ ଆକ୍ରମଣକୁ ସବୁ ମହଲରେ ନିନ୍ଦା କରାଯାଉଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ପହଲଗାମ ଆତଙ୍କୀ ଆକ୍ରମଣ ଓ ଭାରତର ଆଗାମୀ ରଣନୀତି ପ୍ରସଙ୍ଗରେ ସଂସଦରେ ସ୍ବତନ୍ତ୍ର ଅଧିବେଶନ

ଆସନ୍ତାକାଲି ଚାଷୀଙ୍କୁ ମିଳିବ ସିଏମ୍‌ କିଷାନ ଟଙ୍କା,  ୫୦ ଲକ୍ଷ ଚାଷୀଙ୍କୁ ମିଳିବ ଟଙ୍କା

ଆସନ୍ତାକାଲି ଅକ୍ଷୟ ତୃତୀୟାରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ନାମମାତ୍ର, ଖୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ । ସିଏମ କିଷାନ୍‌ ଯୋଜନାରେ ବର୍ଷକୁ ୨ଟି