କିଡନୀ ପାଇଁ ଶିଶୁ ଚୋରି
ଭୁବନେଶ୍ୱର ଶିଶୁ ଚୋରି ଘଟଣାରେ ନୂଆ ମୋଡ । ଖନ୍ତାପଡ଼ା ଥାନାରେ ମହିଳାଙ୍କୁ ପଚରାଉଚରା ବେଳେ ସାଂଘାତିକ ସତ ସାମ୍ନାକୁ ଆସିଛି । ଶୁପାରି ଦେଇ ଶିଶୁକୁ ଅପହରଣ କରାଇଥିଲେ ମହିଳା । ଏହା ପଛରେ ଥିଲା ବଡ ଷଡଯନ୍ତ୍ର । ନିଜ ଛୁଆ ଦେହରେ କିଡନୀ ଲଗାଇବା ପାଇଁ ଆଉ ଜଣେ ମାଆଙ୍କ କୋଳରୁ ଶିଶୁ ଚୋରି!-->…