ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ
ଆଜିଠୁ ୨ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପଟର ଯୋଗେ ଆସି ସକାଳ ୯.୩୦ ମିନିଟ ସମୟରେ ରିଜର୍ଭ ପୋଲିସ ଗ୍ରାଉଣ୍ଡ ରେ ପହଞ୍ଚିବେ। ଦିନ ୧୦ଟା ସମୟରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ ସେଠାରେ ଚାଲିଥିବା ୩୯ ତମ ସବ୍!-->…