ଓଇଆରସିର ଅଧ୍ୟକ୍ଷ ଭାବେ ପ୍ରଦୀପ କୁମାର ଜେନାଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ
ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓ.ଇ.ଆର.ସି)ର ଅଧ୍ୟକ୍ଷ ଭାବେ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି। ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍ଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍ପାଟି ଶ୍ରୀ ଜେନାଙ୍କୁ ଓ.ଇ.ଆର.ସି.ର!-->…