ମିଶନ ଶକ୍ତିକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ଲାନ : ବଦଳିବ ମିଶନ ଶକ୍ତି ଢାଞ୍ଚା
ପ୍ରତି ପରିବାରକୁ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଯୋଡିବାକୁ କେନ୍ଦ୍ର ସରକାର କହିଥିଲେ । ହେଲେ ପୂର୍ବ ସରକାରରେ ବହୁତ ବଂଚିତ ରହିଛନ୍ତି ପରିବାର । କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀର ମହିଳାଙ୍କୁ ବାହାର କରି ଦେଇଥିଲେ । ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ପ୍ରୟାସ କରି ସବୁ ଘରକୁ!-->…