Odia News Portal
Monthly Archives

May 2025

୩ ଆତଙ୍କୀଙ୍କ ପୋଷ୍ଟର ରିଲିଜ କଲା ସୁରକ୍ଷା ଏଜେନ୍ସି

୩ ଆତଙ୍କୀଙ୍କ ପୋଷ୍ଟର ରିଲିଜ କଲା ସୁରକ୍ଷା ଏଜେନ୍ସି । ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ଆତଙ୍କ ମୁକ୍ତ କାଶ୍ମୀର’ ଲେଖା ହୋଇ ୩ ଆତଙ୍କୀଙ୍କ ଫଟୋ ସହ ଏହି ପୋଷ୍ଟର ରିଲିଜ ହୋଇଛି । ଏହି ଆତଙ୍କୀଙ୍କ ବିଷୟରେ ସୂଚନା ଦେଲେ ୨୦ ଲକ୍ଷ ଟଙ୍କାର ଆର୍ଥିକ ରାଶି ଦେବାକୁ

ସୁରକ୍ଷା ବାହିନୀର ଏନ୍‌କାଉଣ୍ଟର୍‌ରେ ଜଣେ ଲସ୍କର ଆତଙ୍କୀ ସଫା

ମଙ୍ଗଳବାର ଦିନ ଜମ୍ମୁ କଶ୍ମୀରର ଜିନପଥର କେଲର ସୋପିଆନାର ଅଞ୍ଚଳରେ ସୁରକ୍ଷା ବାହିନୀ ଦ୍ବାରା ହୋଇଥିବା ଏନ୍‌କାଉଣ୍ଟ୍‌ରରେ ଲସ୍କର-ଏ-ତୈବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ରହିଛି। ସୂତ୍ର ଅନୁଯାୟୀ, ଜଣେ ନିହତ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଲସ୍କର ଆତଙ୍କବାଦୀ ଫସି

ପ୍ରକାଶ ପାଇଲା CBSE ଦ୍ୱାଦଶ ରେଜଲ୍ଟ, ପାସ୍‌ ହାର ୮୮.୩୯ ପ୍ରତିଶତ

ପ୍ରକାଶ ପାଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ। ୮୮.୩୯ ପ୍ରତିଶତ ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରଛାତ୍ରୀମାନେ ଅଫିସିଆଲ୍ ୱେବସାଇଟ୍ - cbseresults.nic.in ଏବଂ results.cbse.nic.in କୁ ଯାଇ

ପାକିସ୍ତାନକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ କଡ଼ା ବାର୍ତ୍ତା: ଏଣିକି ପିଓକେ ସମ୍ପର୍କରେ କଥାବାର୍ତ୍ତା

ପହଲଗାମ ନରସଂହାର ଓ ଅପରେସନ ସିନ୍ଦୂର ପରେ ପ୍ରଥମଥର ପାଇଁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶବାସୀଙ୍କୁ ସମ୍ବୋଧନ କରିବା ବେଳେ ସେ ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇଛନ୍ତି। ଏଣିକି ପାକିସ୍ତାନ ସହ ଯଦି କଥାବାର୍ତ୍ତା ହେବ, ତା’ହେଲେ କେବଳ ଆତଙ୍କବାଦ

ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ବେଳେ ଏହି ଘଟଣାରେ ପୁଲିସ

ରାଜଧାନୀ ରାଜରାସ୍ତାରେ ଆତଙ୍କରାଜ ; ଗୋଡାଇ ଗୋଡାଇ ଯୁବକଙ୍କୁ ହାଣିଲେ

ଗୋଟିଏ ଦିନରେ ରାଜଧାନୀ ଭୁବନେଶ୍ବରର ଦୁଇ ଦୁଇଟି ସ୍ଥାନରେ ଆତଙ୍କ ରଚିଲେ ଦୁର୍ବୃତ୍ତ । ଶିଶୁଭବନ ଛକରେ ଗୋଟିଏ ଗୋଷ୍ଠୀ ଜଣେ ଯୁବକଙ୍କୁ ନିର୍ମମ ଭାବେ ହାଣିଥିବା ବେଳେ ଗଭର୍ଣ୍ଣର ହାଉସ ଛକ ନିକଟରେ ଆଉ ଜଣଙ୍କୁ ହାଣିଛନ୍ତି । ଶିଶୁଭବନ ଟ୍ରାଫିକ ଛକରେ ଟ୍ୟାକ୍ସି ଗାଡ଼ି ନମ୍ବର ଥିବା ଏକ

ରୋହିତଙ୍କ ପରେ ଟେଷ୍ଟ୍ କ୍ରିକେଟକୁ ବାଏ ବାଏ କହିଲେ କିଙ୍ଗ୍ କୋହଲି

ଟେଷ୍ଟ୍ କ୍ରିକେଟରୁ ସନ୍ନ୍ୟାସ ନେଲେ ଭାରତୀୟ କ୍ରିକେଟର୍ ବିରାଟ କୋହଲି । ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏନେଇ ସୂଚନା ଦେଲେ କିଙ୍ଗ୍ କୋହଲି । ରୋହିତ ଶର୍ମାଙ୍କ ପରେ ଅବସର ଘୋଷଣା କଲେ ବିରାଟ । ୩୬ ବର୍ଷୀୟ କୋହଲି ଅଷ୍ଟ୍ରେଲିଆ ଗସ୍ତରେ ବର୍ଡର-ଗାଭାସ୍କର ଟ୍ରଫି ଖେଳୁଥିବାର

ଶ୍ରୀମନ୍ଦିର ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍‌ ଭେଇକିଲ୍‌‌

ଶ୍ରୀମନ୍ଦିର ସୁରକ୍ଷାରେ ମୁତୟନ ହେଲା ଆର୍ମଡ ଭେଇକିଲ । ଡିଜିପି ଓ୍ବାଇ ବି ଖୁରାନିଆଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ସମ୍ମୁଖରେ ସୁରକ୍ଷା ପାଇଁ ଆର୍ମଡ ଭେଇକିଲ ମୁତୟନ ହୋଇଛି । ସମସ୍ତ ସୁରକ୍ଷା ଦିଗକୁ ନେଇ ଅନୁଧ୍ୟାନ କରିଛନ୍ତି ନିଜେ ଡିଜିପି। ବିଶେଷକରି ଯଦି କୌଣସି ଆତଙ୍କବାଦୀ ଆକ୍ରମଣ

ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ

ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜିଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି, ଜଷ୍ଟିସ ଦୀକ୍ଷିତ କ୍ରୀଷ୍ଣା ଶ୍ରୀପଦ। କର୍ଣ୍ଣାଟକ ହାଇକୋର୍ଟରୁ ବଦଳି ହୋଇ ଆସିଥବା ଜଷ୍ଟିସ ଶ୍ରୀପଦ, ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନବ ନିଯୁକ୍ତ ବିଚାରପତି ଜଷ୍ଟିସ

ପୁରୀରେ ପୁଲିସ ଡିଜି ୱାଇ ବି ଖୁରାନିଆ ; ରଥଯାତ୍ରା ସୁରକ୍ଷା ନେଇ କରିବେ ଆଲୋଚନା

ରଥଯାତ୍ରା ପାଇଁ ପ୍ରସ୍ତୁତି,ପୁରୀରେ ବଢିଲା ସୁରକ୍ଷା ବ୍ୟବସ୍ଥା। ପୁଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିରର ଉଭୟ ଭିତର ଏବଂ ବାହାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜିପି । ତାଙ୍କ ସହିତ