ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ମନ୍ତ୍ରୀ
ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣ ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି । ଆହୁରି କହିଛନ୍ତି, ମହାରଣା ସେବକଙ୍କ ସହ ଆଲୋଚନା ପରେ ସ୍ପଷ୍ଟ ହୋଇଛି । ମାତ୍ର ଅଢେଇ ଫୁଟ ଉଚ୍ଚ!-->…