Odia News Portal
Monthly Archives

May 2025

ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ । ମାଧ୍ୟମିକ ବୋର୍ଡ ଅଫିସରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇଛି । ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷାମନ୍ତ୍ରୀ । ତେବେ ଆଜି ସନ୍ଧ୍ୟା ୬ଟା ପରେ

ଦାରୁକୁ ନେଇ ବଢ଼ିଲା ବିବାଦ : ଉଠିଲା ପ୍ରଶ୍ନ, କାହା ଅନୁମତିରେ ମନ୍ଦିରରୁ ନେଇଗଲେ ଦାରୁ ?

ଦୀଘା ଜଗନ୍ନାଥ ମନ୍ଦିର ପାଇଁ ଶ୍ରୀମନ୍ଦିରରୁ ଦାରୁ ନେଇଗଲେ ବରିଷ୍ଠ ଦଇତାପତି। ଜାତୀୟ ଗଣମାଧ୍ୟମକୁ ଦେଇଥିବା ସାକ୍ଷାତକାରରେ ସାଂଘାତିକ କଥା କହିଛନ୍ତି ରାମକୃଷ୍ଣ ଦାସମହାପାତ୍ର । ସେ କହିଥିଲେ, ସ୍ବୟଂ ପ୍ରଭୁ ଜଗନ୍ନାଥଙ୍କୁ ମୁଁ ତିଆରି କରି ଆଣିଛି । ୧୨ ବର୍ଷ, ୧୯ ବର୍ଷ ଅନ୍ତରରେ ଯେଉଁ

ଓଡିଶା ଆସୁଛନ୍ତି ଶାହା । ମହାପ୍ରଭୁଙ୍କ ଦର୍ଶନ ପରେ ଯିବେ ସମ୍ବଲପୁର

୧୦ରେ ଓଡିଶା ଆସିବେ ଶାହା । ଆସନ୍ତା ୧୦ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହା । ୨ଦିନ ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସୂଚନା । ଓଡିଶା ଗସ୍ତରେ ଆସି ଜଟଣୀ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ

ଦୀଘାର ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଭିତରେ ମୁହଁ ଖୋଲିଲେ ଉପ ମୁଖ୍ୟମନ୍ତ୍ରୀ ଏବଂ ଆଇନମନ୍ତ୍ରୀ

ପଶ୍ଚିମବଙ୍ଗର ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ଉଠିଥିବା ବିବାଦ ଭିତରେ ଏବେ ମୁହଁ ଖୋଲିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କନକବର୍ଦ୍ଧନ ସିଂହଦେଓ ସମଗ୍ର ଭାରତବର୍ଷରେ ଚାରିଧାମ ରହିଛି। ସବୁଧାମରେ ଜଣେ ଜଣେ

ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ପାରାଦୀପରେ ବିମାନବନ୍ଦର ପ୍ରତିଷ୍ଠା କରାଯିବ

ପାରାଦୀପରେ ବିମାନବନ୍ଦର ପ୍ରତିଷ୍ଠା କରାଯିବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ଏବିଷୟରେ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ସୂଚନା ଦେଇଛନ୍ତି। ପାରାଦୀପରେ ବିମାନବନ୍ଦର ପ୍ରତିଷ୍ଠା କରାଯିବ। ଏନେଇ ଆଜି

ଅପରାହ୍ନ ୪ରେ ପ୍ରକାଶ ପାଇବ ପରୀକ୍ଷାଫଳ

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଘୋଷଣା ହେବ ରେଜଲ୍ଟ । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ ।

ଏବେ ବି କଶ୍ମୀରରେ ଲୁଚିଛନ୍ତି ପହଲଗାମ ଆତଙ୍କୀ

ଏବେ ବି କଶ୍ମୀରରେ ଲୁଚିଛନ୍ତି ପହଲଗାମ ଆତଙ୍କୀ । ଖାଉଛନ୍ତି, ପିଉଛନ୍ତି, ବେଶ୍ ଆରାମରେ ରହୁଛନ୍ତି । ହାଇ ଟେକ୍ନୋଲୋଜି କମ୍ୟୁନିକେସନ୍ ସିଷ୍ଟମ୍ ବ୍ୟବହାର କରି ଭାରତୀୟ ସୁରକ୍ଷା ଏଜେନ୍ସିକୁ ଚକମା ଦେଉଛନ୍ତି । ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା NIAର ତଦନ୍ତ ପରେ

କିଟ୍‌ କାଣ୍ଡ; ନେପାଳ ବୈଦେଶିକ ମନ୍ତ୍ରୀ କହିଲେ, କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ

କିଟ୍ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀ ରାଜ୍ୟରେ ଖେଳିଯାଇଛି ଚାଞ୍ଚଲ୍ୟ। ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ଟ୍ୱିଟ୍‌ କରି ଦୁଃଖ ପ୍ରକାଶ କରିବା ସହ ଘଟଣାର ସତ୍ୟାସତ୍ୟ ଯାଞ୍ଚ୍ ପାଇଁ କହିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ତ୍ରିଶୁଳିଆ ପରିବର୍ତ୍ତେ ଏସସିବି ଯାଏ ଗଢ଼ିବ ମେଟ୍ରୋ

ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ ଚଳାଚଳକୁ ନୂଆ ସରକାରଙ୍କ ଗୁରୁତ୍ୱ । ଏନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ସରକାର । ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ ଓ କଟକ ବଡ଼ ମେଡିକାଲ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ । ଲୋକଙ୍କ ସୁବିଧା

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ର ନିର୍ମାଣରେ