ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଧର୍ମପତ୍ନୀ ଙ୍କ ଦେହାନ୍ତ
ବିଧାନସଭାରେ ବିରୋଧୀ ଦଳର ଉପନେତା ତଥା ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟଙ୍କର ୬୭ ବର୍ଷ ବୟସରେ ହୃଦ୍ଘାତରେ ପରଲୋକ ହୋଇଛି । ବରଗଡ଼ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ଖବର ଜାଣିବା ପରେ!-->…