ବିଜେଡି ସୁପ୍ରିମୋଙ୍କ ଆଜି ଅପରେସନ୍ ; ଆଶୁ ଆରୋଗ୍ୟ କାମନା କରି ବିଭିନ୍ନ ମନ୍ଦିରରେ ସମୂହ ଦୀପ ଦାନ
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି । ସେଠାରେ ତାଙ୍କର ଆଜି ଅପରେସନ୍ ହେବ । ତାଙ୍କର ଅସୁସ୍ଥତା ନେଇ ସାରା ରାଜ୍ୟରୁ ଆଶୁ ଆରୋଗ୍ୟ କାମନାର ସୁଅ ଛୁଟୁଛି । ଏହା ସହ ନବୀନଙ୍କ ଆରୋଗ୍ୟ ଓ!-->…