ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ସ୍ୱାଗତ ପାଇଁ ପ୍ରସ୍ତୁତ ରାଜଧାନୀ
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବିଜେପି ସରକାରକୁ ପୂରିଛି ବର୍ଷେ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଶାବାସୀଙ୍କ ପାଖରେ ମୋହନ ସରକାର ଏବଂ କେନ୍ଦ୍ର ସରକାରଙ୍କ ଉପଲବ୍ଧି ରଖିବେ । ଏହାସହ ପ୍ରାୟ ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର!-->…