ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ନବୀନ : ଚିକିତ୍ସା ପାଇଁ ଯିବେ ମୁମ୍ବାଇ , ଦଳ ବୁଝିବ ପିଏସି
ଚିକିତ୍ସା ପାଇଁ ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସର୍ଭିକାଲ୍ ଆଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ହୋଇଛନ୍ତି ନବୀନ । ୨୨ ତାରିଖରେ ତାଙ୍କର ଚିକିତ୍ସା ମୁମ୍ବାଇସ୍ଥିତ କୋକିଲାବେନ-ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ । ନବୀନ ନିଜେ ‘ଏକ୍ସ’!-->…