ଆଜି ଓଡ଼ିଶା ବନ୍ଦ: ସବୁଠି ପଡ଼ିଲା ପ୍ରଭାବ, ଗଡ଼ୁନି ଅଖ ଚକ, ଦୋକାନ ବଜାର ବନ୍ଦ.. ଲୋକେ ହନ୍ତସନ୍ତ
ଅଖିଳ ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି!-->…