Odia News Portal
Monthly Archives

July 2025

ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ

୭ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଯେ ୭ ଦଫା ଦାବିକୁ ନେଇ ସଫଳ ଆଲୋଚନା ହୋଇସାରିଛି । ସମସ୍ତ ଦାବିର ସମାଧାନ କରାଯିବା ନେଇ ମଧ୍ୟ ସରକାର ଡ୍ରାଇଭର ମହାସଂଘକୁ ପ୍ରତିଶ୍ରୁତି

୭ ବର୍ଷ ପରେ ସେପ୍ଟେମ୍ବରରେ ହେବ ଛାତ୍ର ସଂସଦ ନିର୍ବାଚନ

ଆସନ୍ତା ସେପ୍ଟେମ୍ବରରେ ହେବ ଛାତ୍ର ସଂସଦ ନିର୍ବାଚନ । ୭ ବର୍ଷ ପରେ କଲେଜ ନିର୍ବାଚନ ହେଉଥିବାରୁ ଚଳଚଞ୍ଚଳ କଲେଜ କ୍ୟାମ୍ପସ । ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇ ନଥିଲେ ବି ସେପ୍ଟେମ୍ବର ୨୫ କିମ୍ବା ୨୬ରେ ଛାତ୍ର ସଂସଦ ନିର୍ବାଚନ କରିବାକୁ ଉଚ୍ଚଶିକ୍ଷା‌ ବିଭାଗ ଯୋଜନା ପ୍ରସ୍ତୁତ କରିଛି ।

କଂଗ୍ରେସ ଏକ ଅସ୍ତଗାମୀ ରାଜନୈତିକ ଦଳ: ବିଜେପି

ରାହୁଲଙ୍କ ଓଡ଼ିଶା ଗସ୍ତ ନେଇ କଡ଼ା ସମାଲୋଚନା କଲା ବିଜେପି । ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ପ୍ରେସମିଟ୍ ଜରିଆରେ କଂଗ୍ରେସକୁ କଟାକ୍ଷ କରିଛନ୍ତି । ବିରଞ୍ଚି କହିଛନ୍ତି, ନେହେରୁଙ୍କ ସମୟରେ ବାପା ଝିଅ, ଇନ୍ଦିରା ଗାନ୍ଧୀଙ୍କ ସମୟରେ ମାଆ ପୁଅ ଏବଂ ଏବେ ମାଆ, ପୁଅ, ଝିଅ ଓ

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ରାହୁଲଙ୍କୁ ବିମାନବନ୍ଦରରେ ଜୋରଦାର ସ୍ୱାଗତ କରାଯାଇଛି ।  ସମ୍ବିଧାନ  ବଞ୍ଚାଅ ସମାବେଶରେ ସାମିଲ ହେବେ । ବରମୁଣ୍ଡା ପଡିଆରେ  ସମାବେଶରେ ଯୋଗ ଦେବେ । ରାହୁଲଗାନ୍ଧୀଙ୍କ ଗସ୍ତକୁ ନେଇ  ପୁଲିସ କଡା ସୁରକ୍ଷାର ବ୍ୟବସ୍ଥା କରିଛି ।  ଭୁବନେଶ୍ୱରରେ ୫୩

ରାଜଧାନୀରେ ବିଜୁ ମହିଳା ଜନତା ଦଳର ଗର୍ଜନ

ବିଜେଡି ନେତ୍ରୀ ଲେଖାଶ୍ରୀଙ୍କୁ ନେଇ ବିବାଦୀୟ ବୟାନ  ପ୍ରସଙ୍ଗରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଗିରଫ ଦାରି ଦାବି  କରିଛି ବିଜୁ ମହିଳା ଜନତା ଦଳ ।  ଏନେଇ ଭୁବନେଶ୍ୱର ରାଜମହଲ ଛକରୁ ମାଷ୍ଟ କ୍ୟାଣ୍ଟିନ ଛକ ଯାଏଁ  ପ୍ରତିବାଦ ରାଲି କରିଛି ବିଜେଡି । ରାଲିରେ  ବହୁ ମହିଳା ନେତ୍ରୀ  ଏବଂ

ବନ୍ଧା ହେଲେ ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ, ଜାଣନ୍ତୁ ଗିରଫ ପଛର କାରଣ

ଗିରଫ ହେଲେ ଅଭିନେତା ପାର୍ଥସାରଥୀ । ଓଲିଉଡ ଅଭିନେତା ପାର୍ଥସାରଥୀ ରାୟଙ୍କୁ ବାନ୍ଧିଲା ପୋଲିସ । ଏନବିଡବ୍ଲୁ ଆଧାରରେ ପାର୍ଥଙ୍କୁ ଗିରଫ କଲା ବଡଗଡ଼ ଥାନା ପୋଲିସ । ଅଭିନେତା ପାର୍ଥଙ୍କୁ ପୋଲିସ ଗିରଫ କରିବା ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ତେବେ ପୂର୍ବରୁ ତାଙ୍କର ଛାଡପତ୍ର ମାମଲା

ହାତ’ ଧରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଝିଅ; କଂଗ୍ରେସକୁ ଫେରିଲେ ସୁନୀତା ବିଶ୍ୱାଳ

ପୁଣି କଂଗ୍ରେସକୁ ଫେରିଲେ ସୁନୀତା । ଗତକାଲି "ଶଙ୍ଖ' ଛାଡ଼ିଥିଲେ, ୨୪ ଘଣ୍ଟା ନପୂରୁଣୁ "ହାତ' ଧରିଲେ । କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ । ରାହୁଲ ଗାନ୍ଧୀଙ୍କ ଓଡ଼ିଶାଗସ୍ତର କେଇଘଣ୍ଟା ପୂର୍ବରୁ କଂଗ୍ରେସରେ ସାମିଲ ହୋଇଛନ୍ତି

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ସଂକଟ ନାହିଁ: ଯୋଗାଣ ମନ୍ତ୍ରୀ

ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଧର୍ମଘଟ ତୃତୀୟ ଦିନରେ ପହଞ୍ଚିଛି। ଯାହା ଫଳରେ ରାଜ୍ୟର ପରିବହନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଧର୍ମଘଟ ଯୋଗୁ ପେଟ୍ରୋଲ ସଙ୍କଟ ମଧ୍ୟ ଦେଖାଦେଇଛି, ଭୁବନେଶ୍ୱର,କଟକ, ପୁରୀ, ବ୍ରହ୍ମପୁର, ବାଲେଶ୍ବର ସମେତ ରାଜ୍ୟର ବିଭିନ୍ନ ସହରରେ ଥିବା ପେଟ୍ରୋଲ

୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

 ଆସନ୍ତା ୧୪ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ

ଝାରପଡ଼ା ଜେଲ୍‌ରୁ ବାହାରିଲେ ବି‌ଜେପି ନେତା ଜଗା ପ୍ରଧାନ

ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ର ଅତିରକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଆଜି ଅପରାହ୍‌ଣରେ ଝାରପଡ଼ା ଜେଲରୁ ବାହାରିଛନ୍ତି। ଜଗା ପ୍ରଧାନ ଜେଲ୍‌ରୁ ବାହାରିଲା ପରେ ତାଙ୍କ ସମର୍ଥକମାନେ