Odia News Portal
Monthly Archives

July 2025

ସୁନାବେଶ ପାଇଁ ପୁରୀ ବାହାରୁଛନ୍ତି କି? ଜାଣିରଖନ୍ତୁ ଏହି ଟ୍ରାଫିକ ଅପଡେଟ

ଆଜି ମହାପ୍ରଭୁଙ୍କ ସୁନାବେଶ | ମହଣ ମହଣ ସୁନାରେ ସଜେଇହେବେ କାଳିଆ ଠାକୁର | ତେବେ ମହାପ୍ରଭୁଙ୍କ ଏହି ବେଶ ଦେଖିବାକୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏବେ ପୁରୀ ମୁହାଁ ହୋଇଛନ୍ତି | ଆପଣ ବି ପୁରୀ ଯିବା ପାଇଁ ବାହାରୁଛନ୍ତି କି? ତେବେ ଆପଣଙ୍କ ସୂଚନା ପାଇଁ ଜଣାଇଦେବାକୁ ଚାଁହୁଛୁ ଯେ ଅପରାହ୍ଣ

ନିଷ୍କାସନ ହେଲା ହୀରାକୁଦର ପ୍ରଥମ ବନ୍ୟାଜଳ

ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୭ ନମ୍ବର ଗେଟ ଖୋଲାଯାଇଥିବାବେଳେ ଏହାପରେ ୧୨ଟି ଗେଟ୍‌ ଖୋଲାଯିବ ବୋଲି ସୂଚନା ମିଳିଛି। ହୀରାକୁଦ ବନ୍ଧ ନିୟନ୍ତ୍ରଣକକ୍ଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଆଜି ସକାଳ ୯ଟା ସୁଦ୍ଧା

ଆଜି ସୁନାବେଶ : ରଥ ଉପରେ ଅଳଙ୍କାରରେ ସଜ୍ଜିତ ହେବେ ଶ୍ରୀଜିଉ

ଆଜି ସୁନା ବେଶ । ରଥଉପରେ ଶ୍ରୀଜିଉ ମାନଙ୍କର ବଡତଢା଼ଉ ବେଶ ଵା ସୁନାବେଶ ଅନୁଷ୍ଠିତ ହେବ । ସକାଳୁ ତିନିରଥ ଉପରେ ଦୈନଦିନ ନୀତି ପରେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ । ସେଥିପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଛି । ରଥ ଉପରେ ଅନ୍ୟାନ୍ୟ

ଜାମିନ ଆବେଦନ କଲେ ଜଗନ୍ନାଥ ପ୍ରଧାନ

ବିଏମସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ଜାମିନ୍ ପାଇଁ ଆବେଦନ କରିଛନ୍ତି ଜଗନ୍ନାଥ ପ୍ରଧାନ। ତାଙ୍କ ସହ ଅନ୍ୟ ୫ ଜଣ ଅଭିଯୁକ୍ତ ବି ଜାମିନ୍ ପାଇଁ ଖୋର୍ଦ୍ଧା ଜିଲ୍ଲା ଦୌରାଜଜଙ୍କ ନିକଟରେ ଆବେଦନ କରିଛନ୍ତି । ଗତ ରାତିରେ ଗିରଫ ପରେ ୧୪ ଦିନ ପାଇଁ ଜେଲ ଯାଇଛନ୍ତି ବିଜେପି ନେତା ଜଗନ୍ନାଥ

ଜେଲରେ ଜଗା, ଲାଗିଛି ସଂଗିନ ଦଫା

ଜାମିନ୍ ନାମଞ୍ଜୁର, ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ । ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଆତ୍ମସମର୍ପଣ ପରେ ଗୁରୁବାର ରାତିରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା କମିସନରେଟ ପୁଲିସ । ଭୁବନେଶ୍ବର କୋର୍ଟରେ ହାଜର

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତେଲେଙ୍ଗାନା ଟ୍ରାଜେଡିରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ

 ତେଲେଙ୍ଗାନାର ଫାର୍ମାସିଟିକାଲ କମ୍ପାନି ବିସ୍ପୋରଣରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରାଯାଇଛି । ତେଲେଙ୍ଗାନା ବିସ୍ଫୋରଣରେ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ଏହି ବଡ଼ ଘୋଷଣା କରିଛନ୍ତି । ତା' ସହିତ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଏବଂ ଗବେଷଣା କେନ୍ଦ୍ର ହେବ

ବିଜେପି ରାଜ୍ୟ ସଭାପତି ନିର୍ବାଚନ: ୮ରେ ଭୋଟ

 ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୬ରେ ପ୍ରକାଶ ପାଇବ ବିଜ୍ଞପ୍ତି । ୭ରେ ନାମାଙ୍କନ । ୮ରେ ରାଜ୍ୟ ସଭାପତି ନିର୍ବାଚନ ପାଇଁ ଭୋଟ । ଏନେଇ ସୂଚନା ଦେଲେ ସହ ନିର୍ବାଚନ ଅଧିକାରୀ ଯତିନ ମହାନ୍ତି ।

ସମସ୍ତ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା : ପ୍ରସ୍ତୁତ ହୋଇଛି ପ୍ରାୟ ୫ ଲକ୍ଷ ଜମାକାରୀଙ୍କ ତାଲିକା

ଖୁବଶୀଘ୍ର ଟଙ୍କା ଫେରିପାଇବେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ । ସମସ୍ତ ଜମାକାରୀଙ୍କୁ ମିଳିବ ଟଙ୍କା । ସାମ୍ବାଦିକ ସମ୍ମିଳନୀ କରି ବଡ଼ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମିଲ । କହିଛନ୍ତି, ବିଗତ ସରକାରରେ ୧୪ ବର୍ଷ ଭିତରେ ୧୭୪ ଚିଟଫଣ୍ଡ ସଂସ୍ଥା

ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି; ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ

ପୁରୀ ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି । ଆଜି ନବମୀ ସନ୍ଧ୍ୟା ଦର୍ଶନ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଆସନ୍ତାକାଲି ବାହୁଡ଼ା ଯାତ୍ରା ଥିବାରୁ ସେନେଇ ମଧ୍ୟ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଗୁଣ୍ଡିଚା