ଶୀଘ୍ର ପ୍ରଦାନ କରାଯିବ ବନ୍ୟା କ୍ଷତିପୂରଣ: ରାଜସ୍ବ ମନ୍ତ୍ରୀ
ଦିନେ ଦୁଇ ଦିନ ଭିତରେ ବନ୍ୟା ପାଣି ଛାଡିବ । ବୁଢାବଳଙ୍ଗ ଓ ସୁବର୍ଣ୍ଣରେଖା ବିପଦ ସଂକେତ ତଳେ ରହିଛି। ପାଣି ଆଉ ବଢୁନି। ଜଳ ନିଷ୍କାସନରେ ସମୟ ଲାଗୁଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବୈତରଣୀ ବନ୍ୟା ପ୍ରଭାବରେ ଗୁଡିଏ ପଞ୍ଚାୟତ ପାଣି ଘେରରେ ଥିଲ।. କେନ୍ଦୁଝରଜିଲ୍ଲା!-->…