ବିଏମସି କାର୍ଯ୍ୟାଳୟ ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ: ୫ ଜଣଙ୍କୁ ନିଲମ୍ବନ କଲେ ରାଜ୍ୟ ବିଜେପି ସଭାପତି
ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ସୋମବାର ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ଆଧାରରେ ୫ ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି।
କର୍ପୋରେଟର ଅପରୂପ ନାରାୟଣ ରାଉତ,ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ,!-->!-->!-->…