ନଦୀରୁ ଜଳପତ୍ତନ କମୁଛି, ରିଲିଫ କେନ୍ଦ୍ରରୁ ଲୋକେ ଫେରୁଛନ୍ତି: ମନ୍ତ୍ରୀ
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ରାଜ୍ୟର ନଦୀଗୁଡ଼ିକରେ ବନ୍ୟା ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ସମ୍ବଲପୁର ଜିଲ୍ଲାପାଳଙ୍କ ଭିସି ଚ୍ଯାମ୍ବରରେ ରାଜ୍ଯରେ ବନ୍ଯାସ୍ଥିତି ନେଇ ସମୀକ୍ଷା ବୈଠକରେ କହିଛନ୍ତି, ରାଜ୍ଯର ବିଭିନ୍ନ ନଦୀରସ୍ଥିତି ଉପରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ!-->…