ମାଓ କ୍ୟାମ୍ପ ଠାବ: ଜଣେ ନକ୍ସଲ ଗିରଫ, ବିସ୍ଫୋରକ-ବନ୍ଧୁକ ଜବତ
ସେହିପରି ନାରାୟଣପୁର ଜିଲ୍ଲାର ମାରକାବେଡା ଜଂଗଲରେ ଆଇଟିବିପି ଓ ଡିଆରଜି ଯବାନ ସର୍ଚ୍ଚ ଅପରେସନ କରୁଥିବା ବେଳେ ଜଂଗଲରେ ଜଣେ ସନ୍ଦିଗ୍ଧ ବ୍ୟକ୍ତି ଯବାନଙ୍କୁ ଦେଖି ଦୌଡି ପଳାଇବାକୁ ଚେଷ୍ଟା କରୁଥିଲା। ତୁରନ୍ତ ଯବାନ ଜଂଗଲକୁ ଘେରି ସେହି ବ୍ୟକ୍ତିକୁ ଗିରଫ କରିଥିଲେ। ବ୍ୟକ୍ତି ଜଣକ ହେଲେ…