Odia News Portal
Monthly Archives

September 2025

୧୫ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କଲେ ସିପି ରାଧାକ୍ରିଷ୍ଣନ୍

ଶୁକ୍ରବାର ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକ୍ରିଷ୍ଣନ୍ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୦.୧୦ ମିନିଟରେ ତାଙ୍କୁ ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଜଣେ ସକ୍ରିୟ ସଦସ୍ୟ ଥିବା…

ବିଡିଓଙ୍କୁ ଚାପରେ ରଖି ବିଜେପି ନେତାଙ୍କ ପାଇଁ ପିସି ସଂଗ୍ରହ ଲକ୍ଷ୍ୟ: ବିଜେଡି

ବିଡିଓମାନଙ୍କ ଆର୍ଥିକ କ୍ଷମତାକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଗତକାଲି ଏହାକୁ କ୍ୟାବିନେଟ୍‌ ମଞ୍ଜୁରି ମିଳିଥିଲା ବେଳେ ବିଜେଡି ଏହାକୁ କଡ଼ା ସମାଲୋଚନା କରିଛି। ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଧାୟକ ଅରୁଣ ସାହୁ ଓ ଉପସଭାପତି ପ୍ରତାପ ଜେନା କହିଲେ, ଏହି ନିଷ୍ପତ୍ତି…

ଶ୍ରୀମନ୍ଦିରକୁ ଜଗିବ ପୁଲିସର ବଡି କ୍ୟାମେରା

ଏଣିକି ଶ୍ରୀମନ୍ଦିରକୁ ଆଉ ସେବାୟତ ବେଶରେ ଅଣସେବାୟତ ଭକ୍ତମାନଙ୍କୁ ନେଇ ଯାଇପାରିବେ ନାହିଁ। କିମ୍ବା କୌଣସି ପୁଲିସ ଓ ଜେଟିପି ପକେଟ ଗରମ କରିବା ପାଇଁ ଗଳା ବାଟରେ ଭକ୍ତମାନଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇପାରିବେ ନାହିଁ। ଏସ୍‌ପି ପ୍ରତୀକ ସିଂ ଅପରାଧ ନିୟନ୍ତ୍ରଣ ପାଇଁ କିଛି…

ରତ୍ନଭଣ୍ଡାର: ଅକ୍ଟୋବର ମଧ୍ୟରେ ଶେଷ ହେବ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଏହି କାମ ଚଳିତ ମାସରେ କରାଯିବା ପାଇଁ ଚେଷ୍ଟା କରାଯାଉଛି।…

ନେପାଳରେ ଫସିଥିଲେ ୨୩ ଓଡ଼ିଆ ତୀର୍ଥଯାତ୍ରୀ, ଉଦ୍ଧାର କଲେ ସରକାର

ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗଣମାଧ୍ୟମକୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି। ଉଦ୍ଧାର ହୋଇଥିବା ୨୩ଜଣ…

ଓଡ଼ିଶା ସୀମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା: ମୋଡେମ୍‌ ବାଲକ୍ରିଷ୍ଣା ନିପାତ

ସୁରକ୍ଷା ବାହିନୀର ଯବାନମାନେ ଓଡ଼ିଶା-ଛତିଶଗଡ଼ ସୀମାରେ ଏକ ବଡ଼ଧରଣର ଏନ୍‌କାଉଣ୍ଟ‌ର କରିଛନ୍ତି। ନୂଆପଡ଼ା ଜିଲ୍ଲା ସୀମାନ୍ତ ମହାସମୁନ୍ଦ ଜିଲ୍ଲା ଗରିଆବନ୍ଧ ଜଙ୍ଗଲରେ ଯବାନ ନମାନେ ମୋଡେମ୍ ବାଲକ୍ରୀଷ୍ଣାକୁ ନିପାତ କରିଛନ୍ତି। ସୁରକ୍ଷା ବାହିନୀର ଏହି ଅପରସେନରେ STF ଯବାନ ନିୟୋଜିତ ଅଛନ୍ତି।  …

ରାଜଧାନୀ‌ରେ ୪୦ କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ ହେବ:ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱରରେ ଆଦର୍ଶ ଗୋଶାଳା ଚ। ୪୦ କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ କରାଯିବ। ଭୁବନେଶ୍ବରର ବୁଲା ଗାଈଗୋରୁଙ୍କୁ ସେଠାରେ ରଖାଯିବ। ରାଜଧାନୀକୁ ସମ୍ପୂର୍ଣ୍ଣ ରୂପରେ ବୁଲା ଗାଇଗୋରୁ ମୁକ୍ତ କରାଯିବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ…

ବେଆଇନ କରତକଳରେ ବନ ବିଭାଗର ଚଢ଼ଉ

ସୋର ଥାନା ଅଧିନ ଇଲାମପଦା ଓ ଜଗନ୍ନାଥପୁରରେ ଦୀର୍ଘଦିନ ଧରି ଚାଲିଥିବା ବେଆଇନ କରତକଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ସୂଚନା ଅନୁସାରେ ଦୀର୍ଘଦିନ ଧରି ଚାଲିଥିବା ଏହି ବେଆଇନ କରତକଳ ଉପରେ ଗୁରୁବାର ଭୋର ସମୟରେ ଚଢ଼ଉ ହୋଇଛି। ଏହି ସମୟରେ କରତକଳର ମାଲିକ ଓ କର୍ମଚାରୀମାନେ ଫେରାର…

ଉତ୍କଳ ବିଶ୍ୱବିଦ୍ୟାଳୟରେ ବେଆଇନ ଭାବେ ଦଖଲ କରିଥିବା କ୍ବାଟର ଖାଲି ପ୍ରକ୍ରିୟା ଜାରି

ଉତ୍କଳ ବିଶ୍ୱବିଦ୍ୟାଳୟରେ ୪ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଉତ୍କଳ ବିଶ୍ଵବିଦ୍ୟାଳୟର ଷ୍ଟାଫ୍ କ୍ୱାଟର ନୋଟିସ୍‌ର ସମୟ ସୀମା ପୂରଣ ହୋଇଛି। ବେଆଇନ ଭାବେ ବିଶ୍ଵବିଦ୍ୟାଳୟର ସରକାରୀ ବାସଭବନକୁ ଅକ୍ତିଆର କରିଥିବା ସମସ୍ତଙ୍କୁ ଚଳିତ ମାସ ୯ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟ…

ଝଡୁଥିବା କେଶ ପାଇଁ ହେୟାର ମାସ୍କ

ପ୍ରଦୂଷଶ ଏବଂ ବଦଳୁଥିବା ଜୀବନଶୈଳୀ କାରଣରୁ କେଶରେ ଖରାପ ପ୍ରଭାବ ପକାଇଥାଏ । ଯଦି କେଶର ଚିକିତ୍ସା ନ କରନ୍ତି ତାହେଲେ ବହୁତ ସମସ୍ଯା ସ୍ରୁଷ୍ଟି ହୋଇପାରେ ଯଥା-କେଶ ଝଡିବା,ଡେନଡ୍ରଫ,ସୁଷ୍କ କେଶ  ଆଦି । କିନ୍ତୁ ଏହାଠାରୁ ଦୁରେଇ ରହିବା ପାଇଁ ଜରୁରୀ ନୁହେଁ ଯେ ଆପଣ ଦାମୀ ପ୍ରଡକସନ ବ୍ଯବହାର…