Odia News Portal
Monthly Archives

September 2025

ନେପାଳର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷଙ୍କ ସୂଚନା, ଖୋଲିଲା କାଠମାଣ୍ଡୁ ଏୟାରପୋର୍ଟ

ନେପାଳରେ ଉତ୍ତେଜନା ଯୋଗୁଁ ସମଗ୍ର ଦେଶ ଛାରଖାର ହୋଇଯାଇଛି । ଏନେଇ ବନ୍ଦ ପଡିଥିବା କାଠମାଣ୍ଡୁ ବିମାନବନ୍ଦର ପୁଣିଥରେ ଖୋଲିଛି । କାଠମାଣ୍ଡୁ ବିମାନବନ୍ଦର ପୁନର୍ବାର ଖୋଲିଛି ବୋଲି ନେପାଳର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ହିଂସା ରୋକିବା ପାଇଁ ନେପାଳ ସେନା…

ନେପାଳ ଭଳି ଫ୍ରାନ୍ସରେ ଉତ୍ତେଜନା, ରାସ୍ତାକୁ ଓହ୍ଲାଇଲେ ଲକ୍ଷାଧିକ ପ୍ରଦର୍ଶନକାରୀ, ୮୦ ହଜାର ସୁରକ୍ଷାକର୍ମୀ ମୁତୟନ

ନେପାଳ ପରେ ଏବେ ଫ୍ରାନ୍ସରେ ଉତ୍ତେଜନା ଦେଖାଦେଇଛି । ନେପାଳରେ ଯୁବଗୋଷ୍ଠୀଙ୍କ ବିରୋଧ ଓ ହିଂସା ସେଠିକାର ସରକାର ଭାଙ୍ଗିଦେଇଛି । ଏବେ ଫ୍ରାନ୍ସରେ ନେପାଳ ଭଳି ଅବସ୍ଥା ଦେଖିବାକୁ ମିଳିଛି । ଫ୍ରାନ୍ସ ସରକାରଙ୍କ ଭ୍ରଷ୍ଟାଚାର ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି ଫ୍ରାନ୍ସର ଲକ୍ଷ ଲକ୍ଷ…

ଧର୍ମଶାଳାରେ ବିଜେପିର ପାୱାର ସୋ, ସାମିଲ ହେଲେ ବିଜେଡିର ଶତାଧିକ କର୍ମୀ

ଧର୍ମଶାଳାରେ ବିଜେପିର ପାୱାର ସୋ’ । ବିଜେପିରେ ସାମିଲ ହେଲେ ବିଜେଡିର ଶତାଧିକ କର୍ମୀ । ଧର୍ମଶାଳା ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟଙ୍କ ସମେତ ବିଜେଡି ଦଳର ବହୁ ଛାମୁଆଁ ନେତା ଓ କର୍ମୀ ବିଜେପିରେ ସାମିଲ ହୋଇଥିଲେ। ଏହି ମହାମିଶ୍ରଣ ପର୍ବ ଓ ସମ୍ବର୍ଦ୍ଧନା…

ବିଧାନସଭା ଅଧିବେଶନ ସମୟରେ ସଚିବମାନେ ବିଦେଶ ଯାତ୍ରାରୁ ନିବୃତ୍ତ ରହିବେ

ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଭାଗୀୟ ସଚିବଙ୍କ ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା। ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ସଜାଗ ରହିବାକୁ କହିଲେ ମୁଖ୍ୟ ଶାସନ ସଚିବ…

କତାର ଉପରେ ଇସ୍ରାଏଲର ପ୍ରଥମ ଆକ୍ରମଣ, ୬ ମୃତ

କତାରରେ ଇସ୍ରାଏଲର ପ୍ରଥମ ଆକ୍ରମଣ । ଦୋହାର କତାର ଜିଲ୍ଲାରେ ଇସ୍ରାଏଲ ବିମାନ ଆକ୍ରମଣ କରିଛି । ହମାସର ରାଜନୈତିକ ବ୍ୟୁରୋର ଆବାସିକ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି । ଆକ୍ରମଣରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୋହା ସହରରେ ବିସ୍ଫୋରଣର ଶବ୍ଦ ଶୁଣାଯାଇଥିଲା ଏବଂ ପେଟ୍ରୋଲ ଷ୍ଟେସନ ନିକଟରେ…

ସୁନା ଏବଂ ରୁପା ଦର

କମିଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୦,୨୯୦ ଟଙ୍କା…

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା, କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି । ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍‌ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ । ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି…

ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି

ଜାତୀୟ ଗଣତନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦ ଖାଲିଥିଲା । ରାଓ ଗୋଷ୍ଠୀର ବରିଷ୍ଠ ନେତାମାନେ ନିଜ ପଦ ପଦବିରୁ ଇସ୍ତଫା ମଧ୍ୟ ଦେଇଥିଲେ । ଏବେ ସଭାପତି…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲ୍ ବିହାରୀ ହିମିରିକା

ବିଜେଡି‌ରେ ପୁଣି ହଟଚମଟ। ବିଜେଡିରୁ ଇସ୍ତଫା ଦେଲେ ରାୟଗଡ଼ାର ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲ୍ ବିହାରୀ ହିମିରିକା। ଉଭୟଙ୍କ ସହ ଦଳର ବହୁ ନେତା ଓ କର୍ମୀ ମଧ୍ୟ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଗଠନ…

ଆକାଶ ମାର୍ଗରୁ ହିମାଚଳ ଓ ପଞ୍ଜାବର ବନ୍ୟା ସ୍ଥିତି ପରଖିଲେ ମୋଦୀ

ହିମାଚଳରେ ହାହାକାର ସ୍ଥିତି । ଆକାଶ ମାର୍ଗରୁ ବନ୍ୟା ଓ ଭୂସ୍ଖଳନର ସ୍ଥିତି ଅନୁଧ୍ଯାନ କଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଭାବିତଙ୍କ ସହ କଲେ ଆଲୋଚନା । ବନ୍ୟାରେ ଯେତେବେଳେ ପଞ୍ଜାବ ଏବଂ ହିମାଚଳ ପ୍ରଦେଶ ପ୍ରଭାବିତ ହୋଇଛି ଠିକ୍ ସେତେବେଳେ ସ୍ଥିତିର ଅନୁଧ୍ଯାନ କରିଛନ୍ତି ମୋଦୀ । ଆକାଶମାର୍ଗରୁ…