ରାଜଧାନୀରେ ୪୦ କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ ହେବ:ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱରରେ ଆଦର୍ଶ ଗୋଶାଳା ଚ। ୪୦ କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ କରାଯିବ। ଭୁବନେଶ୍ବରର ବୁଲା ଗାଈଗୋରୁଙ୍କୁ ସେଠାରେ ରଖାଯିବ। ରାଜଧାନୀକୁ ସମ୍ପୂର୍ଣ୍ଣ ରୂପରେ ବୁଲା ଗାଇଗୋରୁ ମୁକ୍ତ କରାଯିବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ…