ପୁଲିସ ନିକଟରେ ୨୦ ଜଣ ଦୁର୍ଦାନ୍ତ ନକ୍ସଲ ଆତ୍ମସମର୍ପଣ କରିଛନ୍ତି।
ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୨୦ ଜଣ ଦୁର୍ଦାନ୍ତ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ ସରକାରଙ୍କ ତରଫରୁ ଆରମ୍ଭ ହୋଇଥିବା ‘ଘରକୁ ଫେରିଆସ‘ ଓ ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହୋଇ ନକ୍ସଲ ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଲେଣି। ଏହି କ୍ରମରେ ଆଜି ସୁକମା…