ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ, ଗ୍ରାମବାସୀ ଭୟଭୀତ
ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ଅଳଭା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଗାଁରେ ଥିବା ପୋଖରୀରେ କୁମ୍ଭୀର ବୁଲୁଥିବା ଲୋକେ ଦେଖିଥିଲେ । ତେବେ ଆଜି ସଖାଳୁ କୁମ୍ଭୀରକୁ ଦେଖିବା ପାଇଁ ପୋଖରୀ କୂଳରେ ଗ୍ରାମବାସୀଙ୍କ ଭିଡ ଜମିଥିଲା । ସଖାଳୁ…
