ବଜ୍ରପାତରେ ଜଳିଗଲା ଲିଙ୍ଗରାଜଙ୍କ ପତାକା, ଯାଞ୍ଚ ପାଇଁ ପହଞ୍ଚିଲା ASI ଟିମ୍
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । ଖାଲି ପତାକା ନୁହେଁ ବରଂ ସିସିଟିଭି ନଷ୍ଟ ହେବା ସହ ଗର୍ଭଗୃହରେ ଲାଗିଥିବା ବଲ୍ବ ମଧ୍ୟ ପୋଡ଼ି ଯାଇଥିବାର ସୂଚନା ମିଳିଛି । ବୁଧବାର ହୋଇଥିବା ବର୍ଷା ଓ ବଜ୍ରପାତରେ ଏପରି ହୋଇଥିବା ଜଣାପଡିଛି । ଆଜି ସକାଳୁ ASIର ୫ ଜଣିଆ ଟିମ ମନ୍ଦିର…