ତହସିଲ ଓ ଖଣି ବିଭାଗର ପୃଥକ ଚଢ଼ାଉ: ୧୦ ପଥର ଓ ୫ଟି ବାଲି ବୋଝେଇ ଗାଡ଼ି ଜବତ
ସୋର ତହସିଲ ଓ ଖଣି ବିଭାଗ ପକ୍ଷରୁ ପୃଥକ ଭାବେ ଚଢ଼ାଉ କରାଯାଇ ୧୦ଟି ପଥର ଓ ୫ଟି ବାଲି ବୋଝେଇ ଗାଡ଼ିକୁ ଜବତ କରାଯାଇଛି।ସୂଚନା ଅନୁସାରେ ଗତକାଲି ରାତିରେ ବାଗୁଡିରୁ ପଥର ଚୋରା ଚାଲାଣର ଖବର ପାଇ ବାଲେଶ୍ୱର ଖଣି ବିଭାଗ ପକ୍ଷରୁ ବିଦୁ ନିକଟରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ୮ଟି ପଥର ବୋଝେଇ…
