ବାଲିଗୁଡ଼ା ଉପ କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ
କନ୍ଧମାଳ ଜିଲ୍ଲାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବାଲିଗୁଡ଼ା ଉପ କାରାଗାରରେ ବିଚାରାଧୀନ କଏଦୀଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଜେଲ୍ କର୍ତ୍ତୃପକ୍ଷ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…
