କୃଷିଭିତ୍ତିକ ପର୍ବ ‘ଦିଆଲି’ ପାଇଁ ଝରିଗାଁରେ ଚାଷୀଙ୍କ ମନରେ ଉତ୍ସାହ
ନବରଙ୍ଗପୁର ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଝରିଗାଁ ବ୍ଲକର ପ୍ରାୟ ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରି ଜୀବିକା ନିର୍ବାହ କରିଥାନ୍ତି। ଏହି ବ୍ଲକର ଆଦିବାସୀ ସଂପ୍ରଦାୟର ଲୋକେ ବର୍ଷକ ମଧ୍ୟରେ ବିଭିନ୍ନ ପ୍ରକାର କୃଷିଭିତ୍ତିକ ପର୍ବ ପାଳନ କରିଥାନ୍ତି। ଏଥି ମଧ୍ୟରୁ…
