ଯାତ୍ରା ଜଗତ ପାଇଁ ଦୁଃଖଦ ଘଟଣା, ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ
ଯାତ୍ରା ଜଗତ ପାଇଁ ଏହା ଏକ ଦୁଃଖଦ ଘଟଣା । ଯାତ୍ରା ଜଗତର ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ । ରବିବାର ସନ୍ଧ୍ୟାରେ ଭଦ୍ରକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତଦେହ ବର୍ତ୍ତମାନ ଭଦ୍ରକ ମେଡ଼ିକାଲରେ ଥିବା ସୂଚନା ରହିଛି ।…
