ଆମ ସରକାରରେ ଯିଏ ଦୋଷ କରିବ ଦଣ୍ଡ ନିଶ୍ଚିତ ପାଇବ: ଆଇନ ମନ୍ତ୍ରୀ
ଯାଜପୁର ବ୍ୟାସନଗର ପୌରପାଳିକାରେ ସପ୍ତାହେ ତଳେ ନିର୍ବାହୀ ଅଧିକାରୀ (ଓଆର୍ଏସ୍)ଙ୍କୁ ତାଙ୍କ କାର୍ଯ୍ୟାଳୟରେ ବନ୍ଦ କରି ୮ ଘଣ୍ଟା ଧରି ଅଟକ ରଖିଥିଲେ ବିଜେଡି ନେତା। ଆଉ ବ୍ୟାସନଗର ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି ଯେ ଆମ ସରକାରରେ ଯିଏ ଦୋଷ କରିବ ଦଣ୍ଡ ନିଶ୍ଚିତ ପାଇବ। ଯିଏ ମଧ୍ୟ ସେ!-->…
