ପୁରୀକୁ ଆସୁଥିବା ଭକ୍ତଙ୍କ ପାଇଁ ଜରୁରୀ ସୂଚନା, ମହାପ୍ରଭୁଙ୍କ ଦର୍ଶନ ପାଇଁ ଅପେକ୍ଷା କରିବାକୁ ପଡ଼ିପାରେ ୨ ଘଣ୍ଟା
ରଥ ଉପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଆସୁଥିବା ତୀର୍ଥ ଯାତ୍ରୀ ଓ ଭକ୍ତମାନଙ୍କ ପାଇଁ ଓଡ଼ିଶା ପୋଲିସ୍ର ଜରୁରୀ ସୂଚନା । ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭକ୍ତମାନଙ୍କ ପାଇଁ ଜରୁରୀ ସୂଚନା ଦେଇଛି ଓଡ଼ିଶା ପୋଲିସ୍ । ଓଡ଼ିଶା ପୋଲିସ ପକ୍ଷରୁ!-->…
