ପରୀକ୍ଷା ଫି ଛାଡ଼ କଲେ ସରକାର
ପରୀକ୍ଷା ପରିଚାଳନା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରଙ୍କ ଅଧୀନରେ ନିଯୁକ୍ତି ସଂସ୍ଥା ଦ୍ୱାରା ପରିଚାଳିତ ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ସରକାରଙ୍କ ପକ୍ଷରୁ ଓପିଏସସି, ଓଏସଏସସି, ଓଏସଏସଏସସି ବୋର୍ଡକୁ ଚିଠି!-->…
