ପହଞ୍ଚିଲେ ମୋଦୀ : ରୋଡ୍ ସୋ’ରେ
ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି ଉତ୍ସବରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ । ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ମୋଦୀ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା ।
ଓଡ଼ିଶାରେ ବିଜେପି!-->!-->!-->…
