ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଜନଜୀବନ, ଆସନ୍ତା ୩ଦିନ ଯାଏ ରାଜ୍ୟରେ ଅସହ୍ୟ ଶୀତ ଲହରୀ ଜାରି
୧୨ ପର୍ଯ୍ୟନ୍ତ ଶୀତ ଲହରୀ । ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରବଳ ଥଣ୍ଡା । ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଜନଜୀବନ । ୧୦ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୧ ସହର। କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ…
