ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ଵାରା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ ଆରମ୍ଭ
ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଢେଙ୍କାନାଳ ଜିଲ୍ଲା ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ଏହି ଅଭିଯାନର ଶୁଭ ଉଦଘାଟନ୍ କରି କହିଥିଲେ!-->…
