ସମ୍ବଲପୁର ଗସ୍ତରେ ଯୋଗାଣ ମନ୍ତ୍ରୀ ; ବିଭିନ୍ନ ସମସ୍ୟା ନେଇ କୃଷକ ସଂଗଠନ ସହ କଲେ ଆଲୋଚନା
ଦିନିକିଆ ସମ୍ବଲପୁର ଗସ୍ତରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସମ୍ବଲପୁର କୃଷକ ସଂଗଠନ ସହ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଛନ୍ତି ମନ୍ତ୍ରୀ । ମୁଖ୍ୟତଃ ସମ୍ବଲପୁରରେ ଚାଷୀଙ୍କ ସହ ଧାନକିଣା ଟାର୍ଗେଟ ଓ ଟୋକନ ସମସ୍ୟା ନେଇ ଆଲୋଚନା କରିଛନ୍ତି । ଯଦି ଟୋକନ ଅବଧି ସରିବା ସତ୍ତେ!-->…
