ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ଘଟଣା: ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗର ନୋଟିସ
ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ଘଟଣାରେ ଵାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ଵିଭାଗ ପକ୍ଷରୁ ଜାରି ହେଲା ନୋଟିସ। ପୂର୍ଣ୍ଣେଶ୍ଵରୀ ପ୍ରୋଜେକ୍ଟ ପ୍ରାଇଭେଟ୍ ଲିମିଟେଡର ନୀରଜ ପାଣ୍ଡେଙ୍କୁ ଖଣି ଵିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିସ୍ଫୋରଣ ସାମଗ୍ରୀ ବ୍ୟବହାର କରିବା ନିମନ୍ତେ କାହାଠାରୁ!-->…
