ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି। ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ। ଆଣ୍ଟିଡ୍ରୋନ ଟେକନୋଲୋଜି ଲାଗିଲେ ଡ୍ରୋନ ଉଡ଼ିବା ପରେ ଏହାକୁ ଖସାଇ ଦିଆ ଯାଇ ପାରିବ। ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ। ଏ ନେଇ ବିଚାର ଚାଲିଛି!-->…
