ସେନା ଗୁଳିରେ ଟଳିଲେ ୪ ଆତଙ୍କୀ
ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ ଭାରତୀୟ ଯବାନଙ୍କ ଗୁଳିରେ ଟଳିଲେ ୪ ଆତଙ୍କୀ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ହୋଇଥିଲେ ୪ ଆତଙ୍କବାଦୀ । ଯାହା ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ପ୍ରଥମେ ଜଣେ ନିହତ!-->…
