ଆଜି ଶଙ୍ଖ ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଆସନ୍ତା ସପ୍ତାହରେ ଓଡ଼ିଆ ନବ ବର୍ଷ ପାଳନ ହେବ । ତେବେ ଏହା ପୂର୍ବରୁ ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ସରିବାକୁ ଯାଉଛି । ନୂଆ ରାଜ୍ୟ କମିଟି ସହ ଜିଲ୍ଲାରେ ବି ଦାୟିତ୍ୱ ନେବେ ବିଜେଡି ନେତା । ନିର୍ବାଚନ ପ୍ରକ୍ରିୟା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏ ନେଇ ଆଜି ଅପରାହ୍ନ ୪ଟା ୩୦ରେ!-->…
