ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ୍ ବୃଦ୍ଧି ନେଇ ବିଜେପି ଓ ବିଜେଡିର ଦାବି
ଆଜି ବିଧାନସଭାର ଶୁନ୍ୟକାଳରେ ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକ ମାନଙ୍କ ପେନସନ୍ ବୃଦ୍ଧି ନେଇ ଦାବି ଉଠାଇଛି ବିଜେଡି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, “ବର୍ତ୍ତମାନ ବଜାର ଦର ବଢ଼ିଛି । ଅନେକ ପୂର୍ବତନ ବିଧାୟକ ପେନସନ ବଢ଼ାଇବା ପାଇଁ ଲବିକୁ!-->…
