Odia News Portal
Yearly Archives

2025

ଟ୍ରେନ ଉପରେ ଚଢ଼ିଥିଲେ, ଜିଅନ୍ତା ଜଳିଗଲେ

ରାୟଗଡ଼ା ରେଳ ଷ୍ଟେସନରେ ଅଭାବନୀୟ । ଟ୍ରେନ ଉପରେ ଚଢ଼ିଥିବା ଜଣେ ବ୍ୟକ୍ତି ଉଚ୍ଚ କ୍ଷମତା ସଂପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଯାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେବି ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ମୃତ

ବର୍ତ୍ତମାନ ସୁଦ୍ଧା ୭୨୦୮ କୋଟି ଟଙ୍କା ଚାଷୀଙ୍କୁ ଦିଆଯାଇଛି: ଯୋଗାଣ ମନ୍ତ୍ରୀ

 ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଧାନ କିଣା ଠିକ ଭାବେ ଚାଲିଛି। କଟନି ଛଟନି ବି ହେଉନି। କାଁ ଭାଁ କେଉଁଠି ଯଦି କିଛି ସମସ୍ୟା ହେଉଛି ତାକୁ ସମାଧାନ କରାଯାଉଛି।  ବର୍ତ୍ତମାନ ସୁଦ୍ଧା ଆମର ୭୨୦୮ କୋଟି ଟଙ୍କା ଚାଷୀ ଙ୍କୁ

‘ସୁଭଦ୍ରା’ ଆବେଦନକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ଜିଲ୍ଲାଭିତ୍ତିକ ସମୀକ୍ଷାକୁ ନେଇ କହିଲେ

ସୁଭଦ୍ରା ଯୋଜନା’କୁ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜିଲ୍ଲାଭିତ୍ତିକ ସମୀକ୍ଷାକୁ ନେଇ ଦେଲେ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କହିଲେ, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି । ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି

ଝାଡ଼ାବାନ୍ତି ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ମୋତେ ନିର୍ଦେଶ ଦେଇଛନ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ

କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସ୍ୱାସ୍ଥ୍ୟ ବିଭାଗ ଟିମ କଣାସ ଅଞ୍ଚଳକୁ ପଠା ଯାଇଛି। ପର୍ୟ୍ୟାପ୍ତ ପରିମାଣର ଅବଶ୍ୟକୀୟ ଔଷଧ ମହଜୁଦ ଅଛି। ଲୋକଙ୍କୁ ସଚେତନ କରାଯାଉଛି। ଜିଲ୍ଲା ମୁଖ୍ୟ

ନବ ଦାସଙ୍କ ହତ୍ୟା ପଛରେ କିଏ? ଅସଲ ମଞ୍ଜି କଥା କହିଦେଲେ କଂଗ୍ରେସ ନେତା

ତତ୍‌କାଳୀନ କ୍ୟାବିନେଟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗତ ଏକ ସପ୍ତାହ ଧରି ନବଙ୍କ ହତ୍ୟାକାଣ୍ଡର ତଦନ୍ତ ଜନିତ ତ୍ରୁଟିର ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ଏହି ସମୟରେ ନବ ଦାସଙ୍କ ହତ୍ୟାକୁ ନେଇ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜାଙ୍କ

ମୋଟର ଯାନର ବୀମା ନଥିଲେ  ଯିବେ ଜେଲ୍‌  

ବୈଧ ବୀମା ନଥାଇ ଗାଡି ଚଲାଉଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ହୋଇଛି । ମୋଟର ଯାନ ଆଇନର ଧାରା ଅନୁସାରେ ଉଲ୍ଲଙ୍ଘନକାରୀଙ୍କୁ ୨ ହଜାର ଟଙ୍କା ଜରିମାନା କିମ୍ବା ତିନି ମାସ ପର୍ଯ୍ୟନ୍ତ

ସଞ୍ଜୟ ରାୟକୁ ଆଜୀବନ ସଜା ; କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା  ମାମଲାରେ ହୋଇଥିଲା ଦୋଷୀ ସାବ୍ୟସ୍ତ

କୋଲକାତା ଆରଜି କର ମେଡିକାଲରେ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା  ମାମଲାରେ ମୁଖ୍ୟ ଦୋଷୀ ସଞ୍ଜୟ ରାୟକୁ ମିଳିଲା ଆଜୀବନ ସଜା । ଏହାସହ ତା’ଉପରେ ୫୦ ହଜାର ଟଙ୍କା ଜରିମାନା ଲାଗିଛି। ଅନ୍ୟପଟେ ମୃତ ଅଭୟାଙ୍କ ପରିବାରକୁ ୧୭ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ

ବିଜେଡି ଏବେ ନିଜେ ପକାଇଥିବା ଛେପ ନିଜେ ଢୋକୁଛି: ସମୀରରଞ୍ଜନ ଦାଶ

ରେମୁଣାର ପୂର୍ବତନ ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କ ଉପରୁ ବିଜେଡି ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଏବେକାର ବିଜେପି ନେତା ସମୀରରଞ୍ଜନ ଦାଶ। ସେ କହିଛନ୍ତି, ସୁଧାଂଶୁ ଶେଖର ପରିଡ଼ାଙ୍କ ବହିଷ୍କାର ଆଦେଶ ବିଜେଡି ଲାଗି

ନବଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ ଦିଆଯାଇଛି। ତଦନ୍ତ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ ହୋଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା ଚାଲିଛି,

୨୪ରୁ ପ୍ରଧାନମନ୍ତ୍ରୀ ଆବାସ ସର୍ଭେ

 ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତ୍ରୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ।