Odia News Portal
Yearly Archives

2025

ଓଡିଶା ବାସ୍ତବରେ ରତ୍ନଗର୍ଭା – ମୁଖ୍ୟମନ୍ତ୍ରୀ

ଓଡିଶା ବାସ୍ତବରେ ରତ୍ନଗର୍ଭା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୋଣାର୍କରେ ଖଣିମନ୍ତ୍ରୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ସମ୍ବୋଧନ କରି କହିଛନ୍ତି, ଓଡିଶା ଖଣିଜ ସଂପଦରେ ଭରପୁର ରାଜ୍ୟ । କେବଳ କେନ୍ଦୁଝର ନୁହେଁ, ରାଜ୍ୟର ପ୍ରତ୍ୟେକ କୋଣରେ ରହିଛି ଖଣିଜ ସଂପଦ । ତେଣୁ ଓଡିଶା

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ମୁଖ୍ୟ ସାକ୍ଷୀଙ୍କ ସାର୍ଟ ରଙ୍ଗ ବଦଳିଗଲା

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ତଦନ୍ତରେ ରହିଥିବା ବିଭିନ୍ନ ଛିଦ୍ର ସବୁ ଗୋଟିଏ ପରେ ଗୋଟିଏ ପଦାକୁ ଆସିବାରେ ଲାଗିଛି। କ୍ରାଇମ୍‌ବ୍ରାଞ୍ଚ କାହିଁକି ସ୍ବର୍ଗତ ଦାସଙ୍କ ଗୁଳିବିଦ୍ଧ ସାର୍ଟ ଓ ରକ୍ତଲଗା ତଉଲିଆକୁ ଜବତ କଲାନାହିଁ, ସେ ନେଇ ପ୍ରଶ୍ନ

କୋଲକାତା ଅଭୟା କାଣ୍ଡ:ଆଜି ଖୋଲିବ ବନ୍ଦ ଲଫାପା; ମିଳିବ ସଜା

କୋଲକାତା ଆରଜି କର ମେଡିକାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ସଂଜୟ ରୟକୁ କି ଦଣ୍ଡବିଧାନ ହେବ। ଆଜି ସଜା ଶୁଣାଇବେ କୋଲକତାର ସିଆଲଦା କୋର୍ଟ। ଆଜୀବନ ସଜା ନା ମୃତ୍ୟୁଦଣ୍ଡ, ତା’ଉପରେ ସମସ୍ତଙ୍କର ନଜର ରହିଛି। ସଂଜୟ ରାୟକୁ ଯେଉଁ ଧାରା ଅନୁସାରେ ଦୋଷୀ ସାବ୍ୟସ୍ତ

ପୂର୍ବତନ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଡିଏମଇଟି ଡାକ୍ତର ଗୋପାଳ କରଙ୍କ ପରଲୋକ

ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର ଆଉ ନାହାନ୍ତି । ଆଜି ସକାଳ ପ୍ରାୟ ୧୦ଟା ବେଳେ ହୃଦଘାତରେ ସେ ନିଜର ତେଲେଙ୍ଗା ବଜାରସ୍ଥିତ ବାସଭବନରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଡାକ୍ତର ଗୋପାଳ କର ଏସସିବି ମେଡିକାଲ

ନବ ଦାସ ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ ଷଡ଼ଯନ୍ତ୍ର। ପଶ୍ଚିମ ଓଡ଼ିଶାର ଛାମୁଆ ନେତା ଏକ ସ୍ୱରରେ ଏଭଳି ଦାବି କରିଛନ୍ତି। ଏହି ହତ୍ୟା କେବେଳ ଜଣେ ସାଧାରଣ ପୋଲିସ ଅଧିକାରୀ ନୁହେ ବରଂ ଏହା ପଛରେ ଅନେକ ବଡ଼ ବଡ଼ ଲୋକଙ୍କ ହାତ ରହିଥିବା ସେମାନେ ଦାବି କରିଛନ୍ତି।

ଚଳିତ ବର୍ଷର ପ୍ରଥମ ମନ କି ବାତ୍ କାର୍ଯ୍ୟକ୍ରମ

ଆଜି ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୫ର ପ୍ରଥମ ମନ କି ବାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି , ପ୍ରଧାନମନ୍ତ୍ରୀ ନରେଦ୍ର ମୋଦିଙ୍କ ୧୧୮ ତମ ମନ କି ବାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି , ମନ କି ବାତ୍ କାର୍ଯ୍ୟକ୍ରମ ଆକାଶବାଣୀ ଓ ଦୂରଦର୍ଶନର ସମସ୍ତ ନେଟୱର୍କ,

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ସୋସିଆଲ ମିଡିଆରେ ଭାଇରାଲ୍ ହେଲା ଗର୍ଭଗୃହ ଭିଡିଓ

ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ସୋସିଆଲ ମିଡିଆରେ ଭାଇରାଲ୍ ହେଲା ସମ୍ବେଦନଶୀଳ ଶ୍ରୀମନ୍ଦିରର ଗର୍ଭଗୃହର ଭିଡିଓ । ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କେ ବିହାରୀ ଅନନ୍ତ ନିଜ ଇନଷ୍ଟାଗ୍ରାମ ଓ ଫେସବୁକରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ କରିଛନ୍ତି । ତେବେ ଏହି

ସିବିଆଇ ତଦନ୍ତ ହେଉ: ଦୀପାଳି

ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଲେ ଝିଅ ଦୀପାଳି । ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି । ଏନେଇ ଲିଖିତ ଭାବେ ସରକାରଙ୍କୁ ଜଣାଇବୁ ବୋଲି କହିଛନ୍ତି ଦୀପାଳି ।

ଔପଦାରେ ଚାଞ୍ଚଲ୍ୟ: ଯୌତୁକ ଲାଗି ବଧୂହତ୍ୟା ଅଭିଯୋଗ

ବାଲେଶ୍ବର ଜିଲ୍ଲା ଔପଦା ଥାନା ବାଙ୍ଗୁରୁ ଗ୍ରାମର ଯୌତୁକ ପାଇଁ ଜଣେ ବଧୂଙ୍କୁ ଶାଶୂଘର ଲୋକେ ହତ୍ୟା କରିଥିବାଅଭିଯୋଗ ହୋଇଛି। ମୃତା ହେଉଛନ୍ତି ସଂପୃକ୍ତ ଗ୍ରାମର ବିପିନ ବିହାରୀ ପଣ୍ଡାଙ୍କ ପତ୍ନୀ ଆରତୀ। ଏନେଇ ଆରତୀଙ୍କ ବାପା ଖଇରା ବ୍ଲକ୍ ବରଦା ପଞ୍ଚାୟତ ବିଷ୍ଣୁପୁର ଗ୍ରାମର ପରୀକ୍ଷିତ

ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ରେକର୍ଡ

ସବୁ ଅପେକ୍ଷାରେ ଅନ୍ତ । ଶୁକ୍ରବାରଠାରୁ ଲାଗୁ ହେଲା ଶ୍ରୀମନ୍ଦିର ପକ୍ଷରୁ ଜାରି ହୋଇଥିବା ୫ ସୂତ୍ରୀ ମାର୍ଗଦର୍ଶିକା । ଆସନ୍ତା ୨୦ ତାରିଖରେ ଶ୍ରୀମନ୍ଦିର ଭିତରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଅନିଶ୍ଚିତତା । ଶ୍ରୀମନ୍ଦିର ନାଟମଣ୍ଡପରୁ ହୁଣ୍ଡି ଅପସାରଣ ହେବା ପରେ ଧାଡ଼ି ଦର୍ଶନ ବ୍ୟବସ୍ଥା