ଓଡ଼ିଶାକୁ ଏକ ଯୌତୁକ ମୁକ୍ତ ରାଜ୍ୟ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା
ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ – ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ହଉଛି ବୋଲି ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲ୍ଲାପାଳ ସମ୍ମିଳନୀ!-->…
