ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
କେନ୍ଦୁଝରର ଗଣପର୍ବ ହେଉଛି ମକର ପର୍ବ। ଏହି ପର୍ବରେ ସାମିଲ ହେବା ନିମନ୍ତେ ଗତ!-->!-->!-->…
