ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ନେଇ ସରଗରମ ହୋଇଛି ରାଜନୀତି। ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି। ଶଙ୍ଖ ଭବନକୁ ନେଇ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି। ବିଜେପି ନେତାଙ୍କ ଏପରି ଅଭିଯୋଗର!-->…
