ବାଲି ଚୋରି ରୋକିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି: ସୁରେଶ ପୂଜାରୀ
ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର!-->…
