Odia News Portal
Yearly Archives

2025

ଆଇଟି ହବ୍ ହେବ ଓଡ଼ିଶା: ଅଶ୍ବିନୀ

ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ ରାଜ୍ୟର ଯୁବବର୍ଗଙ୍କୁ କୁଶଳୀ କରିବା ପାଇଁ ଲକ୍ଷ୍ୟ ରହିଛି। ପ୍ରଧାନମନ୍ତ୍ରୀ

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନବନ୍ଦରରେ ମହାମହିମ ପହଞ୍ଚିଛନ୍ତି । ବିମାନବନ୍ଦରରେ ମହାମହିମଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଏହାପରେ ସିଧା ରାଜଭବନ ଯିବେ ରାଷ୍ଟ୍ରପତି । ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଛନ୍ତି

ସହଦେବଙ୍କୁ ରାଜରାସ୍ତାରେ ହତ୍ୟା ଘଟଣା : ହତ୍ୟାକାରୀଙ୍କୁ ଧରିବା ପାଇଁ ୩ଟି ଟିମ୍ ଗଠନ କରିଥିଲା ପୋଲିସ

କେମିତି ସହଦେବଙ୍କୁ ହତ୍ୟା କରାଯାଇଥିଲା, କେମିତି ହତ୍ୟା ଷଡଯନ୍ତ୍ର ରଚାଯାଇଥିଲା । ଓ କେମିତି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ପ୍ରେସମିଟ୍ ଜରିଆରେ ଗୋଟି ଗୋଟି ତଥ୍ୟ ଦେଇଛି ପୋଲିସ । ସକାଳ ୮ଟାରେ ପୋଲିସକୁ ଖବର ମିଳିଥିଲା ରସୁଲଗଡ ନିକଟରେ ଏକ କ୍ଷତବିକ୍ଷତ

ଓଡ଼ିଶା ହସ୍ତତନ୍ତକୁ ଦେଖିବେ ପ୍ରବାସୀ

 ଓଡ଼ିଶା ହସ୍ତତନ୍ତକୁ ଦେଖିବେ ପ୍ରବାସୀ ।  ପ୍ରବାସୀ ସମ୍ମିଳନୀ ପାଇଁ ବୟନିକା ପକ୍ଷରୁ ସ୍ବତନ୍ତ୍ର ଆୟୋଜନ। ୧୨ ତାରିଖ ପର୍ଯ୍ୟନ୍ତ ୨୪ ଘଣ୍ଟା ଧରି ଖୋଲା ରହିବ ବୟନିକା। ଆଉ ରାତିରେ କିଣିଲେ ମିଳିବ ଅଧିକ ରିହାତି। ରାତିରେ ଶାଢ଼ୀ କିଣିଲେ ଅଧିକ ରିହାତି ପାଇବେ ଗ୍ରାହକ । ଏଭଳି ଅଫର ଆଣିଛି

ଛତିଶଗଡରେ ପୁଣି ଏନକାଉଣ୍ଟର , ୩ ମାଓବାଦୀ ସଫା

ଛତିଶଗଡରେ ପୁଣି ଏନକାଉଣ୍ଟର । ଏହି ଏନକାଉଣ୍ଟରରେ ୩ ମାଓବାଦୀ ସଫା । ସୁକୁମା ବିଜାପୁର ସୀମାରେ ଏହି ଗୁଳି ବିନିମୟ ଘଟିଛି । ସୁରକ୍ଷାବଳ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ୩ ମାଓବାଦୀଙ୍କ ନିପାତ ହୋଇଥିବା ସୂଚନା । ଡିଆରଜି , ଏସଟିଏଫ୍‌, କୋବ୍ରା ବାହିନୀର

ପ୍ରବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଜନତା ମଇଦାନରେ ପ୍ରଧାନମନ୍ତ୍ରୀ । ପ୍ରବାସୀ ଭାରତୀୟ ଦିବସର ୨ୟ ଦିନରେ ପହଞ୍ଚି ଏହି ସମ୍ମେଳନ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି । ଭିସି ଜରିଆରେ ଶୁଭାରମ୍ଭ କରିଛନ୍ତି

ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ: ଆଜି ଆନୁଷ୍ଠାନିକ ଭାବେ କରିବେ ଉଦଘାଟନ

୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆଜି ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏଥିସହ ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟଙ୍କୁ ସମ୍ୱୋଧନ କରିବା କାର୍ଯ୍ୟକ୍ରମ ରହିଛି । ଏଥିରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପଂହଚିଛନ୍ତି ।

ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର

ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କ। ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। ଶାମ୍ବ ଦଶମୀ ଅବସରରେ କୋଣାର୍କରେ ସୂର୍ଯ୍ୟ ରଥଯାତ୍ରା ଓ ସୌର

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ବାସଭବନକୁ ନେଇ ତେଜୁଛି ବିବାଦ

ଦିଲ୍ଲୀ ନିର୍ବାଚନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ଘରକୁ ନେଇ ରାଜନୈତିକ ବିବାଦ ବଢ଼ିବାରେ ଲାଗିଛି । ଆଜି ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ ଓ ମନ୍ତ୍ରୀ ସୌରଭ ଭରଦ୍ୱାଜ ସମେତ ଅନ୍ୟ ନେତାମାନେ ମୁଖ୍ୟମନ୍ତ୍ରୀଙ୍କ ଘରେ ପହଞ୍ଚିଛନ୍ତି । ମିଡିଆ ମଧ୍ୟ ତାଙ୍କ ସହ ଥିଲା । ତେବେ ଏହି ସମୟରେ