ଦର ବୃଦ୍ଧି ପ୍ରସଙ୍ଗରେ ମୋହନ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍
ରାଜଧାନୀ ରାଜରାସ୍ତାରେ ବିଜେଡି ସୁପ୍ରିମୋଙ୍କ ରଣହୁଙ୍କାର । ବିଭିନ୍ନ ସାମଗ୍ରୀର ଅହେତୁକ ଦରଦାମ୍ ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି । ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଦଳ କରୁଛି ବିଶାଳ ବିକ୍ଷୋଭ । ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରୁ ନେତା ନିଜ ନିଜ କର୍ମୀଙ୍କୁ ଧରି!-->…
