୫ ପରେ କମିବ ଶୀତ
କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଶୀତ ଫେରିଥିବା ବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏମିତି ସ୍ଥିତି ଲାଗି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହାର!-->!-->!-->…
